Posts

Showing posts from September, 2022

ବିଶ୍ଵକର୍ମା_ପୂଜା

 #ବିଶ୍ଵକର୍ମା_ପୂଜା 🔴 ପ୍ରାଚୀନ ଗ୍ରନ୍ଥ ଉପନିଷଦ ଏବଂ ପୁରାଣ ଆଦି ଅବଲୋକନ କଲେ ଜଣାପଡ଼େ ବିଶ୍ଵକର୍ମା ହେଉଛନ୍ତି ଶ୍ରେଷ୍ଠ ଶିଳ୍ପୀ । ଆଦି କାଳରେ ବିଶ୍ଵକର୍ମା ତାଙ୍କର ବିଶିଷ୍ଟ ଶିଳ୍ପ ଜ୍ଞାନ ଏବଂ ବିଜ୍ଞାନ ଗୁଣ ଯୋଗୁଁ ଦେବତା ଓ ମାନବ ଦ୍ଵାରା ପୂଜିତ । ବିଶ୍ଵକର୍ମା ଅନ୍ୟ ଅର୍ଥରେ ବିଶ୍ଵର ସୃଷ୍ଟି କର୍ତ୍ତା । ସୃଷ୍ଟି ରଚନା ବିଶ୍ଵକର୍ମା ଅନ୍ୟ ଅର୍ଥରେ ବିଶ୍ଵର ସୃଷ୍ଟି କର୍ତ୍ତା। ଅନନ୍ତଶାୟୀ ନାରାୟଣଙ୍କ ନାଭିକମଳରୁ ଉତ୍ପନ୍ନ ହୋଇଥିବା ତ୍ରିକାଳଦର୍ଶୀ ବ୍ରହ୍ମା ହେଉଛନ୍ତି ସୃଷ୍ଟି କର୍ତ୍ତା । ଏଣୁ ବିଶ୍ଵକର୍ମାଙ୍କୁ ବ୍ରହ୍ମାରୂପେ କଳ୍ପନା କରି ପୂଜା କରାଯାଏ । ପୁରାଣରୁ ଜଣାଯାଏ ବିଶ୍ଵକର୍ମା ରୂପକ ବ୍ରହ୍ମା ପ୍ରାଣୀ ଜଗତ ସୃଷ୍ଟି ପାଇଁ ୮୪ ଲକ୍ଷ ଯୋନି ଉତ୍ପନ୍ନ କରିଥିଲେ । ବ୍ରହ୍ମା ଶ୍ରୀବିଷ୍ଣୁଙ୍କୁ ଜଗତରେ ଉତ୍ପନ୍ନ କରି ସମସ୍ତ ପ୍ରାଣୀକୁ ରକ୍ଷା ଓ ଭରଷପୋଷଣ ଦାୟିତ୍ଵ ଦେଲେ । ପ୍ରଜାଙ୍କୁ ଠିକ୍ ଓ ସୂଚାରୁ ରୂପେ ପାଳନ ଓ ହୁକୁମ ଦେବା ପାଇଁ ତାଙ୍କୁ ଅତ୍ୟନ୍ତ ଶକ୍ତିଶାଳୀ ତିବ୍ରଗାମୀ ସୁଦର୍ଶନ ଚକ୍ର ପ୍ରଦାନ କଲେ । ସଂସାରର ପ୍ରଳୟ ପାଇଁ ଅତ୍ୟନ୍ତ ଦୟାଳୁ ବାବା ଭୋଳାନାଥ ଶ୍ରୀ ଶଙ୍କରଙ୍କୁ ଦାୟିତ୍ଵ ଦେଲେ । ଭଗବାନ ଶଙ୍କରଙ୍କୁ ଡମ୍ବରୁ, କମଣ୍ଡଳ, ତ୍ରିଶୂଳ ଆଦି ପ୍ରଦାନ କଲେ । ତାଙ୍କ କପାଳରେ ପ୍ରଳୟକାରୀ ତୃତୀୟ ନେତ୍ର ପ୍ରଦାନ କଲେ ଓ ତାଙ୍କୁ ପ୍ରଳୟ ଶକ୍ତି ପ୍ରଦାନ କରି ଶକ୍ତିଶାଳୀ କରିଥିଲେ । ଯଥାନୁସାରେ...

हवन का महत्व

 💭 *हवन का महत्व * फ़्रांस के ट्रेले नामक वैज्ञानिक ने हवन पर रिसर्च की। जिसमें उन्हें पता चला की हवन मुख्यतः आम की लकड़ी पर किया जाता है.! जब आम की लकड़ी जलती है तो फ़ॉर्मिक एल्डिहाइड नामक गैस उत्पन्न होती है जो कि खतरनाक बैक्टीरिया और जीवाणुओं को मारती है तथा वातावरण को शुद्द करती है। इस रिसर्च के बाद ही वैज्ञानिकों को इस गैस और इसे बनाने का तरीका पता चला.! गुड़ को जलाने पर भी ये गैस उत्पन्न होती है। टौटीक नामक वैज्ञानिक ने हवन पर की गयी अपनी रिसर्च में ये पाया की यदि आधे घंटे हवन में बैठा जाये अथवा हवन के धुएं से शरीर का सम्पर्क हो तो टाइफाइड जैसे खतरनाक रोग फ़ैलाने वाले जीवाणु भी मर जाते हैं और शरीर शुद्ध हो जाता है.! हवन की महत्ता देखते हुए राष्ट्रीय वनस्पति अनुसन्धान संस्थान लखनऊ के वैज्ञानिकों ने भी इस पर एक रिसर्च की। क्या वाकई हवन से वातावरण शुद्द होता है और जीवाणु नाश होता है अथवा नही.?  उन्होंने ग्रंथों में वर्णिंत हवन सामग्री जुटाई और जलाने पर पाया कि ये विषाणु नाश करती है। फिर उन्होंने विभिन्न प्रकार के धुएं पर भी काम किया और देखा कि सिर्फ आम की लकड़ी एक किलो जलाने से ह...